ଯିରିମୀୟ 19:4 - ପବିତ୍ର ବାଇବଲ4 କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। Faic an caibideilଓଡିଆ ବାଇବେଲ4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି। Faic an caibideil |
ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।