ଯିରିମୀୟ 2:31 - ପବିତ୍ର ବାଇବଲ31 ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟପ୍ରତି ଧ୍ୟାନ ଦିଅ। “ଆମ୍ଭେ କ’ଣ ଇସ୍ରାଏଲ ପ୍ରତି ପ୍ରାନ୍ତରସ୍ୱରୂପ କିଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, ‘ଆମ୍ଭେମାନେ ବନ୍ଧନମୁକ୍ତ ହୋଇଅଛୁ, ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’ Faic an caibideilପବିତ୍ର ବାଇବଲ (Re-edited) - (BSI)31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ଵରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ଵରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ଆମ୍ଭେମାନେ ବନ୍ଧନଛିଣ୍ତା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ? Faic an caibideilଓଡିଆ ବାଇବେଲ31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’ Faic an caibideil |
ସାଦୋକ୍ ବଂଶର ମୁଖ୍ୟଯାଜକ ଅସରିୟ ହିଜକିୟଙ୍କୁ କହିଲେ, “ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସେହି ସମୟଠାରୁ ଆମ୍ଭେମାନେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଆମ୍ଭେମାନେ ଭୋଜନ କରି ସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।”
ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ।