ଯିରିମୀୟ 2:34 - ପବିତ୍ର ବାଇବଲ34 ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। Faic an caibideilଓଡିଆ ବାଇବେଲ34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। Faic an caibideil |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।