ଯିରିମୀୟ 2:37 - ପବିତ୍ର ବାଇବଲ37 ଆଉ ତୁମ୍ଭେ ମିଶରରୁ ମଧ୍ୟ ବାହାରି ଯିବ ଓ ଲଜ୍ଜାରେ ତୁମ୍ଭେ ଆପଣା ମୁହଁ ଲୁଗ୍ଭଇବ, କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରିଅଛନ୍ତି। ତୁମ୍ଭେମାନେ ସେମାନଙ୍କ ସାହାଯ୍ୟ ଦ୍ୱାରା ଉନ୍ନତି କରି ପାରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)37 ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Faic an caibideilଓଡିଆ ବାଇବେଲ37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। Faic an caibideil |
ପରମେଶ୍ୱର ସ୍ୱୟଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧରେ ଯୁଦ୍ଧର ଆହ୍ୱାନ ରୂପେ ପରମେଶ୍ୱରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇସ୍ରାଏଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ତୁମ୍ଭେମାନେ କେବେ ସଫଳ ହେବ ନାହିଁ।”