ଯିରିମୀୟ 2:7 - ପବିତ୍ର ବାଇବଲ7 ପୁଣି ସଦାପ୍ରଭୁ କହନ୍ତି, “ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠାରେ ତୁମ୍ଭେମାନେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭେମାନେ ପ୍ରବେଶ କଲାପରେ ମୋ’ ଦେଶକୁ ‘ଅଶୁଚି’ ଓ ମୋର ବିରୁଦ୍ଧାଚରଣ କଲ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ। Faic an caibideilଓଡିଆ ବାଇବେଲ7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ। Faic an caibideil |
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।