ଯିରିମୀୟ 20:11 - ପବିତ୍ର ବାଇବଲ11 କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ। Faic an caibideilଓଡିଆ ବାଇବେଲ11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ। Faic an caibideil |