Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 20:13 - ପବିତ୍ର ବାଇବଲ

13 ସଦାପ୍ରଭୁଙ୍କ ବିଷୟରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଗ୍ଭରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀ-ମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।

Faic an caibideil Dèan lethbhreac




ଯିରିମୀୟ 20:13
9 Iomraidhean Croise  

ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।


ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।


ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।


ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ୟା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ୟ ଗୃହ ମଧ୍ୟରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରୟସ୍ଥଳ।


ପୁଣି ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’


Lean sinn:

Sanasan


Sanasan