ଯିରିମୀୟ 20:16 - ପବିତ୍ର ବାଇବଲ16 ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶଦ୍ଦ ଶୁଣୁ; Faic an caibideilଓଡିଆ ବାଇବେଲ16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ; Faic an caibideil |
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”