ଯିରିମୀୟ 20:2 - ପବିତ୍ର ବାଇବଲ2 ତେଣୁ ପଶ୍ହୂର ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନର ଉପର ଫାଟକରେ ଥିବା ହରିକାଠରେ ତାକୁ ବନ୍ଦ କରି ରଖିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ଵାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା। Faic an caibideilଓଡିଆ ବାଇବେଲ2 ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା। Faic an caibideil |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।