ଯିରିମୀୟ 20:6 - ପବିତ୍ର ବାଇବଲ6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’” Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ। Faic an caibideilଓଡିଆ ବାଇବେଲ6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Faic an caibideil |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା ଯେ, ତୁମ୍ଭ ପାଇଁ ଯାହା ଘଟିବ, ସେଥିରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହେବେ। ଏବଂ ସେମାନେ ସେମାନଙ୍କର ଶତ୍ରୁଗଣର ଖଡ଼୍ଗରେ ନିହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତରେ ଦେବା, ତା'ପରେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଯିବା ଓ ସେମାନଙ୍କୁ ସେଠାରେ ହତ୍ୟା କରାଯିବ।
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”