ଯିରିମୀୟ 22:11 - ପବିତ୍ର ବାଇବଲ11 ଯେହେତୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶିୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷୟରେ ସଦାପ୍ରଭୁ ଏହା କହନ୍ତି, “ସେ ଆଉ ଯିରୁଶାଲମକୁ ଫେରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideilଓଡିଆ ବାଇବେଲ11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; Faic an caibideil |
ହିଲ୍କିୟ ଓ ରାଜାଙ୍କର ସେବକାମାନେ ଭବିଷ୍ୟଦ୍ବକ୍ତ୍ରୀ ହୁଲ୍ଦାଙ୍କ ନିକଟକୁ ଗଲେ। ହୁଲ୍ଦା ଶଲ୍ଲୁମଙ୍କ ପତ୍ନୀ ଥିଲେ। ଶଲ୍ଲୁମ୍ ତୋଖତ୍ଙ୍କ ପୁତ୍ର ଥିଲେ। ତୋଖତ୍ ହସ୍ରଙ୍କ ପୁତ୍ର ଥିଲେ। ଶଲ୍ଲୁମ ରାଜାଙ୍କ ବସ୍ତ୍ରର ତତ୍ତ୍ୱାବଧାରକ ଥିଲେ। ହୁଲ୍ଦା ଯିରୁଶାଲମର ଦ୍ୱିତୀୟ ମହଲାରେ ବାସ କରୁଥିଲେ। ହିଲ୍କିୟ ଓ ରାଜାଙ୍କ ସେବକଗଣ ହୁଲ୍ଦାଙ୍କୁ ସମସ୍ତ ଘଟଣା ଜଣାଇଲେ।