ଯିରିମୀୟ 22:13 - ପବିତ୍ର ବାଇବଲ13 “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ ଯିଏ କି ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ, ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାଙ୍କୁ କିଛି ବେତନ ଦିଏ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideilଓଡିଆ ବାଇବେଲ13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; Faic an caibideil |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।