ଯିରିମୀୟ 22:14 - ପବିତ୍ର ବାଇବଲ14 “ଯିହୋୟାକୀମ୍ କହନ୍ତି, ‘ମୁଁ ନିଜ ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ୍ କୋଠରୀମାନ ନିର୍ମାଣ କରିବି।’ ତେଣୁ ସେ ବୃହତ୍ ଝରକା ଥିବା ଏକ ଗୃହ ନିର୍ମାଣ କଲେ ଓ ଏରସ କାଠରେ ଗୃହର ଭିତର ଛାତ କଲେ ଓ ସିନ୍ଦୁର ରଙ୍ଗରେ କାଠ ରଙ୍ଗ କଲେ। ମାତ୍ର ସେ ସନ୍ତାପର ପାତ୍ର ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରୀମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ସିନ୍ଦୂର ବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର ! Faic an caibideilଓଡିଆ ବାଇବେଲ14 ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର ! Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର! Faic an caibideil |
ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।