ଯିରିମୀୟ 22:19 - ପବିତ୍ର ବାଇବଲ19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୁଶାଲମର ଦ୍ୱାର ବାହାରେ ପକାଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ। Faic an caibideilଓଡିଆ ବାଇବେଲ19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।” Faic an caibideil |
ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।