ଯିରିମୀୟ 22:23 - ପବିତ୍ର ବାଇବଲ23 “ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହରେ ଉଚ୍ଚ ପର୍ବତ ଉପରେ ବାସ କରି ଲିବାନୋନ୍ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତେବେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବେଦନା ତୁଲ୍ୟ ବିଳାପ କରିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ। Faic an caibideilଓଡିଆ ବାଇବେଲ23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।” Faic an caibideil |