ଯିରିମୀୟ 22:25 - ପବିତ୍ର ବାଇବଲ25 ହେ ଯିହୋୟାକୀନ୍, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ ଅର୍ଥାତ୍ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Faic an caibideilଓଡିଆ ବାଇବେଲ25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା। Faic an caibideil |
ଏସବୁ ଘଟିଲା ପରେ’” ସଦାପ୍ରଭୁ କହନ୍ତି, “‘ଆମ୍ଭେ ଯିହୁଦା ରାଜା ସିଦିକିୟଙ୍କୁ, ତାହାର ଦାସଗଣଙ୍କୁ ଓ ତାହାର ଲୋକମାନଙ୍କୁ ଯେଉଁମାନେ ମହାମାରୀ, ଖଡ଼୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ହସ୍ତରେ, ସେମାନଙ୍କ ଶତ୍ରୁଗଣ ହସ୍ତରେ ଓ ସେମାନଙ୍କ ପ୍ରାଣନାଶକାରୀଙ୍କ ହସ୍ତରେ ସମର୍ପଣ କରିବା। ଆଉ ସେମାନେ ସେମାନଙ୍କୁ ଦୟା, କରୁଣା ଓ କ୍ଷମା ନ କରି ଖଡ଼୍ଗରେ ବଧ କରିବେ।’