ଯିରିମୀୟ 22:3 - ପବିତ୍ର ବାଇବଲ3 ସଦାପ୍ରଭୁ କହନ୍ତି, ନ୍ୟାୟ ବିବେଚନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Faic an caibideilଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। Faic an caibideil |
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।