ଯିରିମୀୟ 23:10 - ପବିତ୍ର ବାଇବଲ10 କାରଣ ଯିହୁଦା ପାପୀ ଓ ବ୍ୟଭିଗ୍ଭରୀମାନଙ୍କର ପରିପୂର୍ଣ୍ଣ। ସେମାନେ ବହୁ ଭାବରେ ଅବିଶ୍ୱସ୍ତ ହୋଇଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଗ୍ଭରଣଭୂମି ଶୁଷ୍କ ହୋଇଅଛି। ଦେଶ ଶୋକ କରୁଅଛି। ଭବିଷ୍ୟଦ୍ବକ୍ତାଙ୍କର ବ୍ୟବହାର ଓ ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ଦେଖ, ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟ-ସଙ୍ଗତ ନୁହେଁ। Faic an caibideilଓଡିଆ ବାଇବେଲ10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। Faic an caibideil |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।