ଯିରିମୀୟ 23:11 - ପବିତ୍ର ବାଇବଲ11 “ଉଭୟ ଭବିଷ୍ୟଦ୍ବକ୍ତା ଓ ଯାଜକଗଣ ସବୁ ମିଛ।” କାରଣ ସଦାପ୍ରଭୁ କହନ୍ତି, “ଏପରିକି ସେମାନେ ମୋ’ ମନ୍ଦିରରେ ଅପକର୍ମ କରୁଥିବାର ମୁଁ ଦେଖିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ତ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ। Faic an caibideilଓଡିଆ ବାଇବେଲ11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ। Faic an caibideil |
ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।