ଯିରିମୀୟ 23:13 - ପବିତ୍ର ବାଇବଲ13 “ଶମରିୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସେମାନେ ବାଲ୍ଦେବ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଲାଇଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Faic an caibideilଓଡିଆ ବାଇବେଲ13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Faic an caibideil |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”