ଯିରିମୀୟ 23:26 - ପବିତ୍ର ବାଇବଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନଙ୍କ ହୃଦୟ ମିଥ୍ୟା ଭାବନାରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନେ କେତେକାଳ ଏହା ଗ୍ଭଲୁ ରଖିବେ? Faic an caibideilପବିତ୍ର ବାଇବଲ (Re-edited) - (BSI)26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କାପଟ୍ୟର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେକାଳ ଥିବ? Faic an caibideilଓଡିଆ ବାଇବେଲ26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ? Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟଦ୍ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଛନ୍ତି।
ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।