ଯିରିମୀୟ 23:30 - ପବିତ୍ର ବାଇବଲ30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। Faic an caibideilଓଡିଆ ବାଇବେଲ30 ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। Faic an caibideil |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।