ଯିରିମୀୟ 23:4 - ପବିତ୍ର ବାଇବଲ4 ଆଉ ଆମ୍ଭେ ସେମାନଙ୍କ ଉଦ୍ଦେଶ୍ୟରେ ନୂତନ ପାଳକ ନିଯୁକ୍ତ କରିବା। ସେମାନେ ସେମାନଙ୍କୁ ଚରାଇବେ ଓ ଯତ୍ନ ନେବେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହେବେ ନାହିଁ। ପୁଣି ସେମାନଙ୍କ ମଧ୍ୟରୁ କେହି ହଜିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ନୋହିବେ, କିଅବା ସେମାନଙ୍କର କେହି ଅନୁପସ୍ଥିତ ନୋହିବ, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି। Faic an caibideil |