ଯିରିମୀୟ 24:3 - ପବିତ୍ର ବାଇବଲ3 ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଯିରିମିୟ, ତୁମ୍ଭେ କ’ଣ ଦେଖୁଛ?” ମୁଁ ଉତ୍ତର କଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନଯୋଗ୍ୟ ନୁହେଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। Faic an caibideilଓଡିଆ ବାଇବେଲ3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।” Faic an caibideil |
ଶାଉଲ ଗ୍ଭକରକୁ କହିଲେ, “ଏହା ଏକ ଉତ୍ତମ ବୁଦ୍ଧି। ଗ୍ଭଲ ଯିବା,” ତା'ପରେ ସେମାନେ ପରମେଶ୍ୱରଙ୍କ ଲୋକଙ୍କ ନଗରକୁ ଯାତ୍ରା ଆରମ୍ଭ କଲେ। ଶାଉଲ ଏବଂ ଗ୍ଭକର ପାର୍ବତ୍ୟାଞ୍ଚଳ ଦେଇ ଯାତ୍ରା କଲେ। ସେମାନେ ଯିବା ରାସ୍ତାରେ କେତେକ ଯୁବତୀଙ୍କୁ ଦେଖିଲେ। ଯୁବତୀମାନେ ପାଣି ନେବା ପାଇଁ ଆସିଥିଲେ। ଶାଉଲ ଓ ତାଙ୍କ ଗ୍ଭକର ଯୁବତୀମାନଙ୍କୁ ପଗ୍ଭରିଲେ, “ଧର୍ମାତ୍ମା ଏଠାରେ ଅବସ୍ଥାନ କରୁଛନ୍ତି କି?” (ଅତୀତରେ ଇସ୍ରାଏଲୀୟମାନେ ଭବିଷ୍ୟଦ୍ବକ୍ତାଙ୍କୁ “ଧର୍ମାତ୍ମା” କହୁଥିଲେ। ଯଦି ସେମାନେ ପରମେଶ୍ୱରଙ୍କଠାରୁ କିଛି ମାଗିବା ପାଇଁ ଗ୍ଭହୁଁଥିଲେ, ସେମାନେ କହିଲେ, “ଆସ ଧର୍ମାତ୍ମା ନିକଟକୁ ଯିବା।”)