ଯିରିମୀୟ 24:6 - ପବିତ୍ର ବାଇବଲ6 ଆମ୍ଭେ ସେମାନଙ୍କୁ ସୁରକ୍ଷା ଦେବା। ଆମ୍ଭେ ସେମାନଙ୍କୁ ଭଗ୍ନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା। ପୁଣି ଆମ୍ଭେ ସେମାନଙ୍କୁ ଉତ୍ପାଟନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ରୋପଣ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। Faic an caibideilଓଡିଆ ବାଇବେଲ6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। Faic an caibideil |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।