ଯିରିମୀୟ 26:12 - ପବିତ୍ର ବାଇବଲ12 ତା'ପରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେଉଁସବୁ କଥା ଶୁଣିଅଛ, ସେହିସବୁ ଭବିଷ୍ୟଦ୍ବାକ୍ୟ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧରେ ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। Faic an caibideilଓଡିଆ ବାଇବେଲ12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। Faic an caibideil |
ଯେତେବେଳେ ସେମାନେ ପଗ୍ଭରିବେ, ‘ତୁମ୍ଭେ କାହିଁକି ଦୀର୍ଘନିଃଶ୍ୱାସ ଛାଡ଼ୁଛ?’ ସେତେବେଳେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, ତାହା ଆସୁଅଛି। ସେଥିରେ ସମସ୍ତଙ୍କ ଆତ୍ମା ଭୟରେ ତରଳି ଯିବ ଓ ସମସ୍ତଙ୍କ ହସ୍ତ ଭୟରେ ଦୁର୍ବଳ ହେବ। ପ୍ରତ୍ୟେକ ମନୁଷ୍ୟର ଆତ୍ମା ହତ ଉତ୍ସାହିତ ହେବ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହେବ।’ ଏବଂ ଦେଖ, ସେହି ସମୟ ଆସୁଅଛି ଓ ତାହା ସିଦ୍ଧ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।