ଯିରିମୀୟ 26:19 - ପବିତ୍ର ବାଇବଲ19 “ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Faic an caibideilଓଡିଆ ବାଇବେଲ19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।” Faic an caibideil |
ରାଜା କହିଲେ, “ଯାଅ, ମୋ’ ତରଫରୁ ଓ ଯିହୁଦା ଏବଂ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କ ତରଫରୁ ସଦାପ୍ରଭୁଙ୍କୁ ପଗ୍ଭର। ଯେଉଁ ପୁସ୍ତକ ମିଳିଅଛି, ସେଥିରେ ଥିବା ବାକ୍ୟ ସମ୍ବନ୍ଧରେ ସଦାପ୍ରଭୁଙ୍କୁ ପଗ୍ଭର। ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଅଛନ୍ତି, କାରଣ ଆମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ବାକ୍ୟ ମାନିଲେ ନାହିଁ। ଏହି ପୁସ୍ତକରେ ଯେଉଁସବୁ ବିଷୟ ଉଲ୍ଲେଖ ହୋଇଅଛି, ତାହା ସେମାନେ କଲେ ନାହିଁ।”