ଯିରିମୀୟ 26:7 - ପବିତ୍ର ବାଇବଲ7 ସଦାପ୍ରଭୁଙ୍କ ମନ୍ଦିରରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ୟଦ୍ବକ୍ତା ଓ ଲୋକମାନେ ଶୁଣିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ। Faic an caibideilଓଡିଆ ବାଇବେଲ7 ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ। Faic an caibideil |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”