ଯିରିମୀୟ 26:9 - ପବିତ୍ର ବାଇବଲ
9 ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ।
Faic an caibideil Dèan lethbhreac
9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ।
Faic an caibideil Dèan lethbhreac
9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
Faic an caibideil Dèan lethbhreac
9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
Faic an caibideil Dèan lethbhreac