ଯିରିମୀୟ 27:10 - ପବିତ୍ର ବାଇବଲ10 ମାତ୍ର ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରେଇ ଦେବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideilଓଡିଆ ବାଇବେଲ10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Faic an caibideil |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟଦ୍ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଛନ୍ତି।
ତା'ପରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଏହା କହିଲି, “ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହନ୍ତି ଯେ, ‘ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାଯିବ। କିନ୍ତୁ ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ, କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି।
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।