ଯିରିମୀୟ 27:15 - ପବିତ୍ର ବାଇବଲ
15 ପୁଣି ସଦାପ୍ରଭୁ କହନ୍ତି, ‘ମୁଁ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବି ନାହିଁ। ସେମାନେ ମିଥ୍ୟା ପ୍ରଗ୍ଭର କରନ୍ତି ଓ ମୋ’ ନାମରେ ତାହା ପ୍ରଗ୍ଭର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦେବି ଓ ତୁମ୍ଭେମାନେ ବିନଷ୍ଟ ହେବ, ତୁମ୍ଭେମାନେ ଓ ସେହି ପ୍ରଗ୍ଭରକ ଭବିଷ୍ୟଦ୍ବକ୍ତାଗଣ ବିନଷ୍ଟ ହେବ।’”
Faic an caibideil Dèan lethbhreac
15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି।
Faic an caibideil Dèan lethbhreac
15 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।’”
Faic an caibideil Dèan lethbhreac
15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।”
Faic an caibideil Dèan lethbhreac