ଯିରିମୀୟ 27:5 - ପବିତ୍ର ବାଇବଲ5 ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideilଓଡିଆ ବାଇବେଲ5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Faic an caibideil |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସମ୍ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସମ୍ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି।