ଯିରିମୀୟ 27:9 - ପବିତ୍ର ବାଇବଲ9 କିନ୍ତୁ ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋନ୍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideilଓଡିଆ ବାଇବେଲ9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; Faic an caibideil |
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟଦ୍ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଛନ୍ତି।
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।