Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:12 - ପବିତ୍ର ବାଇବଲ

12 ହନାନିୟ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ସ୍କନ୍ଧରୁ ଯୁଆଳି ନେଇ ଭାଙ୍ଗିଲା ପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଓଡିଆ ବାଇବେଲ

12 ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Faic an caibideil Dèan lethbhreac




ଯିରିମୀୟ 28:12
6 Iomraidhean Croise  

ଯିଶାଇୟ ଗ୍ରାମର ମଧ୍ୟଭାଗକୁ ପରିତ୍ୟାଗ କରିବା ପୂର୍ବରୁ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ସଦାପ୍ରଭୁ କହିଲେ,


କିନ୍ତୁ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟକୁ ଆସିଲା।


ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ।


ତାହାପରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ମୁଁ ଦାନିୟେଲ, କେତେକ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ଯିରୁଶାଲମର ପୁନଃନିର୍ମାଣ ପ୍ରଳୟର ସତୁରି ବର୍ଷ ପରେ ଘଟିଲା।


Lean sinn:

Sanasan


Sanasan