ଯିରିମୀୟ 28:2 - ପବିତ୍ର ବାଇବଲ2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିହୁଦା ଉପରେ ଥିବା ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ। Faic an caibideilଓଡିଆ ବାଇବେଲ2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ। Faic an caibideil |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”