ଯିରିମୀୟ 28:6 - ପବିତ୍ର ବାଇବଲ6 ଯିରିମିୟ ଭବିଷ୍ୟଦ୍ବକ୍ତା ହନାନିୟକୁ ଏହା କହିଲେ, “ଆମେନ୍! ସଦାପ୍ରଭୁ ସେପରି କରନ୍ତୁ, ସଦାପ୍ରଭୁଙ୍କ ଗୃହର ପାତ୍ର ଓ ସମସ୍ତ ନିର୍ବାସିତ ଲୋକଙ୍କୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Faic an caibideilଓଡିଆ ବାଇବେଲ6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। Faic an caibideil |