Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 28:7 - ପବିତ୍ର ବାଇବଲ

7 “ତେଣୁ ହେ ହନାନିୟ, ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚରରେ ଯେଉଁ କଥା କହୁଅଛି, ତାହା ଶୁଣ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।

Faic an caibideil Dèan lethbhreac




ଯିରିମୀୟ 28:7
2 Iomraidhean Croise  

ତହିଁରେ ମୀଖାୟ ଉଚ୍ଚସ୍ୱରରେ କହିଲେ, “ତୁମ୍ଭେମାନେ ସମସ୍ତେ ଶୁଣ, ଯଦି ରାଜା ଆହାବ କୁଶଳରେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସେ, ତେବେ ସଦାପ୍ରଭୁ ମୋତେ ବାର୍ତ୍ତା ଦେଇ ନାହାନ୍ତି ବୋଲି ଜାଣିବ।”


ତୁମ୍ଭର ଓ ମୋର ବହୁ ପୂର୍ବରୁ ଅନେକ ଭବିଷ୍ୟ‌ଦ୍‌ବକ୍ତା ବହୁଦେଶ ଓ ମହାନ ମହାନ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଦୁର୍ଭିକ୍ଷ ଓ ମହାମାରୀର ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭର କରିଅଛନ୍ତି।


Lean sinn:

Sanasan


Sanasan