ଯିରିମୀୟ 3:23 - ପବିତ୍ର ବାଇବଲ23 ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Faic an caibideilଓଡିଆ ବାଇବେଲ23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। Faic an caibideil |