Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 30:23 - ପବିତ୍ର ବାଇବଲ

23 “ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସର୍ବନାଶକାରୀ ଝଡ଼ ଓ ତୋଫାନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ତ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।

Faic an caibideil Dèan lethbhreac




ଯିରିମୀୟ 30:23
7 Iomraidhean Croise  

ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।


ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ୱଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାୟୁ ପରି ତୁମ୍ଭକୁ ପୋଡ଼ି ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହେବ।


ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀରେ ମହା ତୋଫାନ ଉଠିବ।”


ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାୟୁ ଆସୁଅଛି। ତାହା ଶସ୍ୟରୁ ତୁଷ ଝାଡ଼ିବା ପାଇଁ ଧୀର ବାୟୁ ନୁହେଁ।


ହେ ପଥିକଗଣ, ମୋତେ ଗ୍ଭହଁ ଏବଂ ଦେଖ କି ଦାରୁଣ ଯନ୍ତ୍ରଣା ମୁଁ ଭୋଗୁଅଛି। ଏପରି ଯନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି? ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରେ ମୋ’ ପ୍ରତି ଦଣ୍ଡ ବିଧାନ କରିଛନ୍ତି।


ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ। ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।


Lean sinn:

Sanasan


Sanasan