ଯିରିମୀୟ 30:7 - ପବିତ୍ର ବାଇବଲ7 “ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Faic an caibideilଓଡିଆ ବାଇବେଲ7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Faic an caibideil |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।