Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:11 - ପବିତ୍ର ବାଇବଲ

11 ତା'ପରେ ମୁଁ ଏହାର ଦୁଇଟି ନକଲ କଲି, ସେଥିରୁ ଗୋଟିଏରେ ସର୍ତ୍ତ ଓ ଚୁକ୍ତି ଲେଖାଯାଇଥିବାଟି ମୁଦି ଦିଆଗଲା ଏବଂ ଅନ୍ୟଟି ଖୋଲା ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ମୁଁ କ୍ରୟପତ୍ରର ଦୁଇ କିତା, ଅର୍ଥାତ୍‍, ବ୍ୟବସ୍ଥା ଓ ଧାରାନୁସାରେ ମୁଦ୍ରାଙ୍କିତ ଏକ କିତା ଓ ଖୋଲା ଏକ କିତା ନେଲି;

Faic an caibideil Dèan lethbhreac




ଯିରିମୀୟ 32:11
4 Iomraidhean Croise  

ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।


ଏ କଥା ସତ୍ୟ ଯେ, ଆପଣ ଯିହୂଦୀୟ ପରମ୍ପରା ଓ ସେମାନେ ଯୁକ୍ତି କରୁଥିବା ବିଷୟରେ ଉତ୍ତମ ଜ୍ଞାନ ରଖିଛନ୍ତି। ତେଣୁ ମୋର କଥା ଧୈର୍ଯ୍ୟ ସହକାରେ ଶୁଣିବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।


ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।


Lean sinn:

Sanasan


Sanasan