ଯିରିମୀୟ 32:18 - ପବିତ୍ର ବାଇବଲ18 ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ। Faic an caibideilପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରା; ପରମେଶ୍ଵର, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ନାମ; Faic an caibideilଓଡିଆ ବାଇବେଲ18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ; Faic an caibideil |
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।