ଯିରିମୀୟ 32:23 - ପବିତ୍ର ବାଇବଲ23 ପୁଣି ଇସ୍ରାଏଲ ଲୋକମାନେ ଆସି ତାହା ଅଧିକାର କଲେ, ମାତ୍ର ସେମାନେ ତୁମ୍ଭ କଥା ପ୍ରତି ଧ୍ୟାନ ଦେଲେ ନାହିଁ। ଆଉ ତୁମ୍ଭ ବ୍ୟବସ୍ଥା ପଥରେ ଗ୍ଭଲିଲେ ନାହିଁ। ତୁମ୍ଭେ ସେମାନଙ୍କୁ ଯାହାସବୁ ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ପାଳନ କଲେ ନାହିଁ। ତେଣୁ ତୁମ୍ଭେ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଲ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideilଓଡିଆ ବାଇବେଲ23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ। Faic an caibideil |
“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”