ଯିରିମୀୟ 32:30 - ପବିତ୍ର ବାଇବଲ30 ପୁଣି ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ ତାହା ସେମାନଙ୍କ ବାଲ୍ୟକାଳରୁ କରି ଆସୁଛନ୍ତି। ଇସ୍ରାଏଲ ସନ୍ତାନଗଣ ନିଜ ହସ୍ତକୃତ ପ୍ରତିମା ପୂଜା କରି କେବଳ ଆମ୍ଭକୁ ବିରକ୍ତ କରିଛନ୍ତି।” ଏହା ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି, ଏହା ସଦାପ୍ରଭୁ କହନ୍ତି। Faic an caibideil |
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”