ଯିରିମୀୟ 32:32 - ପବିତ୍ର ବାଇବଲ32 ଆମ୍ଭେ ଯିରୁଶାଲମକୁ ଧ୍ୱଂସ କରିବା, କାରଣ ଇସ୍ରାଏଲ ଓ ଯିହୁଦାର ସନ୍ତାନଗଣ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକ ଓ ଭବିଷ୍ୟଦ୍ବକ୍ତାଗଣ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କର୍ମ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)32 କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍-ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି। Faic an caibideilଓଡିଆ ବାଇବେଲ32 କାରଣ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ,ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କ୍ରିୟା କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ, ଅର୍ଥାତ୍, ସେମାନେ, ସେମାନଙ୍କର ରାଜାଗଣ, ଅଧିପତିଗଣ, ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ, ଆଉ ଯିହୁଦାର ଲୋକମାନେ ଓ ଯିରୂଶାଲମ ନିବାସୀମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ନାନା ପ୍ରକାର ଦୁଷ୍କ୍ରିୟା କରିଅଛନ୍ତି। Faic an caibideil |
ଆମ୍ଭେ ନିଶ୍ଚିତ କରିବୁ ଯେହେତୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭେମାନେ ପେୟନୈବେଦ୍ୟ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇଲୁ ଏବଂ ସୁଖରେ ଥିଲୁ। କୌଣସି ଅମଙ୍ଗଳ ଆମ୍ଭ ପ୍ରତି ଘଟି ନ ଥିଲା।