ଯିରିମୀୟ 32:41 - ପବିତ୍ର ବାଇବଲ41 ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’” Faic an caibideilପବିତ୍ର ବାଇବଲ (Re-edited) - (BSI)41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା। Faic an caibideilଓଡିଆ ବାଇବେଲ41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।” Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା। Faic an caibideil |
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହୁ ସନ୍ତାନ ଦେଇ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସେମାନଙ୍କ ବହୁସଂଖ୍ୟକ ବାଛୁରି ହେବ। ସେ ତୁମ୍ଭର କ୍ଷେତ୍ରକୁ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ୟ ପ୍ରଦାନ କରିବ। ସଦାପ୍ରଭୁ ପୁଣି ଥରେ ତୁମ୍ଭଠାରେ ଆନନ୍ଦିତ ହେବେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠାରେ ଆନନ୍ଦିତ ଥିଲେ।