Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:43 - ପବିତ୍ର ବାଇବଲ

43 ପୁଣି ତୁମ୍ଭେମାନେ କହୁଅଛ, ‘ଏହା ମନୁଷ୍ୟ ଓ ପଶୁତୁଲ୍ୟ ଧ୍ୱଂସ ସ୍ଥାନ ହୋଇଅଛି ଓ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି।’ ମାତ୍ର ଭବିଷ୍ୟତରେ ଲୋକମାନେ ଏଠାରେ କ୍ଷେତ୍ର କ୍ରୟ କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, “ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।

Faic an caibideil Dèan lethbhreac




ଯିରିମୀୟ 32:43
7 Iomraidhean Croise  

ଆଉ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଭବିଷ୍ୟତରେ ଆମ୍ଭର ଲୋକମାନେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରିବେ।’”


“ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?”


“ତୁମ୍ଭେମାନେ କହୁଅଛ ଯେ, ‘ବାବିଲର ରାଜା ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ପ୍ରୟୋଗ କରି ଏହି ରାଜ୍ୟ ଅଧିକାର କରିବ।’ ମାତ୍ର ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।


“ତୁମ୍ଭେମାନେ କହୁଅଛ, ‘ଏହି ସ୍ଥାନ ନରଶୂନ୍ୟ ଓ ପଶୁଶୂନ୍ୟ ହୋଇ ଏକ ଧ୍ୱଂସିତ ନଗର ହେବ।’ ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହେବ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଜନଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସ ସ୍ଥାନରେ ଓ ତହିଁର ସକଳ ନଗରରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ। ସେମାନେ ସେ ସ୍ଥାନରେ ଆପଣା ଆପଣା ମେଷପଲକୁ ବିଶ୍ରାମ କରାଇବେ।


ସେମାନେ ତାହା ମଧ୍ୟରେ ନିରାପଦରେ ବାସ କରିବେ। ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବେ। ମୁଁ ତା'ର ଚତୁର୍ଦ୍ଦିଗସ୍ଥିତ ସମସ୍ତ ଦେଶକୁ ଦଣ୍ଡିତ କରିବି ଯେଉଁମାନେ ସେମାନଙ୍କୁ ତିରସ୍କାର କଲେ, ତା'ପରେ ସେମାନେ ନିରାପଦରେ ବାସ କରିବେ, ତହିଁରେ ମୁଁ ଯେ ସଦାପ୍ରଭୁ ଓ ସେମାନଙ୍କର ପରମେଶ୍ୱର ଅଟେ ଏହା ସେମାନେ ଜାଣିବେ।”


Lean sinn:

Sanasan


Sanasan