ଯିରିମୀୟ 33:3 - ପବିତ୍ର ବାଇବଲ3 ‘ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷୟ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।’ Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା। Faic an caibideilଓଡିଆ ବାଇବେଲ3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’ Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା। Faic an caibideil |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।