ଯିରିମୀୟ 33:6 - ପବିତ୍ର ବାଇବଲ6 “‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Faic an caibideilଓଡିଆ ବାଇବେଲ6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Faic an caibideil |
ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ। ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ। ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛାରେ ଦାଆ ତିଆରି କରିବେ। ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ। ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।
ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ଖଡ଼୍ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।