ଯିରିମୀୟ 34:1 - ପବିତ୍ର ବାଇବଲ1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ, ତାହାର ଶାସନାଧୀନ ସମସ୍ତ ରାଜ୍ୟ ଓ ସମସ୍ତ ଗୋଷ୍ଠୀ ଯିରୁଶାଲମ ଓ ତାହାର ନଗର ସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା : Faic an caibideilଓଡିଆ ବାଇବେଲ1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା : Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା: Faic an caibideil |
ପଶ୍ହୂର ଓ ସିଫନିୟ ଯିରିମିୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷରେ ସମସ୍ତ ଆଶ୍ଚର୍ଯ୍ୟ କ୍ରିୟା କରି ପାରନ୍ତି, ଯେପରି ସେ ଅତୀତରେ କରିଥିଲେ। ଆଉ ମଧ୍ୟ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।”